୫ ଡିସେମ୍ବର, ବୁଧବାର: ଯାତ୍ରା କରନ୍ତୁ ନାହିଁ

ମେଷ: ଆଜି ଦିନଟି ଭଲରେ କଟିବ। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଯାତ୍ରା କରନ୍ତୁ ନାହିଁ।

ମିଥୁନ: କ୍ୟାରିୟରରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି।

କର୍କଟ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆୟଠାରୁ ବ୍ୟୟ ଅଧିକ ହୋଇପାରେ।

ସିଂହ: ବ୍ୟବସାୟରେ ଆଶାଠୁ ଅଧିକ ଲାଭ ହେବ। ଜମି, ଘର ଓ ଗାଡ଼ି ଆଦି କିଣିବାର ଥିଲେ ଆଜି କିଣିପାରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କନ୍ୟା: ଦିନଟି ଶୁଭ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ତୁଳା: ମାନ-ସମ୍ମାନ ମିଳିବ। କ୍ୟାରିୟରରେ ସଫଳତା ମିଳିବ। ନୂଆକାମ ଆରମ୍ଭ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି।

ବିଚ୍ଛା: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ପରିବାର ଲୋକଙ୍କ ସହଯୋଗ ମିଳିବ।

ଧନୁ: ପ୍ରିୟ ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂଆ ଦାୟିତ୍ୱ ନେଇପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କୁମ୍ଭ: କ୍ୟାରିୟରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାମ ଆଜି ପୂରା ହୋଇପାରେ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ।