୫ ଡିସେମ୍ବର, ବୁଧବାର: ଯାତ୍ରା କରନ୍ତୁ ନାହିଁ

ମେଷ: ଆଜି ଦିନଟି ଭଲରେ କଟିବ। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଯାତ୍ରା କରନ୍ତୁ ନାହିଁ। ମିଥୁନ: କ୍ୟାରିୟରରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। କର୍କଟ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆୟଠାରୁ ବ୍ୟୟ ଅଧିକ ହୋଇପାରେ। ସିଂହ: ବ୍ୟବସାୟରେ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1

Tapaswini Nayak
  • Published: Wednesday, 05 December 2018
  • Updated: 05 December 2018, 07:45 AM IST

Sports

Latest News

ମେଷ: ଆଜି ଦିନଟି ଭଲରେ କଟିବ। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଯାତ୍ରା କରନ୍ତୁ ନାହିଁ।

ମିଥୁନ: କ୍ୟାରିୟରରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି।

କର୍କଟ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆୟଠାରୁ ବ୍ୟୟ ଅଧିକ ହୋଇପାରେ।

ସିଂହ: ବ୍ୟବସାୟରେ ଆଶାଠୁ ଅଧିକ ଲାଭ ହେବ। ଜମି, ଘର ଓ ଗାଡ଼ି ଆଦି କିଣିବାର ଥିଲେ ଆଜି କିଣିପାରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କନ୍ୟା: ଦିନଟି ଶୁଭ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ତୁଳା: ମାନ-ସମ୍ମାନ ମିଳିବ। କ୍ୟାରିୟରରେ ସଫଳତା ମିଳିବ। ନୂଆକାମ ଆରମ୍ଭ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି।

ବିଚ୍ଛା: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ପରିବାର ଲୋକଙ୍କ ସହଯୋଗ ମିଳିବ।

ଧନୁ: ପ୍ରିୟ ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂଆ ଦାୟିତ୍ୱ ନେଇପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କୁମ୍ଭ: କ୍ୟାରିୟରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାମ ଆଜି ପୂରା ହୋଇପାରେ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos