୫ ଫେବୃଆରୀ, ମଙ୍ଗଳବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ନୂତନ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ସିଂହ: ପରିବାରରେ ହସଖୁସିର […]

Rasi-Fala

Rasi-Fala

Jyoshna Pradhan
  • Published: Tuesday, 05 February 2019
  • Updated: 05 February 2019, 07:36 AM IST

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ନୂତନ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଶରୀର ଫୂର୍ତ୍ତି ରହିବ। ମନ ବିଚଳିତ ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

ବିଚ୍ଛା: ଶତ୍ରୁ ଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଋଣ ଦିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମୀନ: ମାନ-ସମ୍ମାନ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos