୫ ମାର୍ଚ୍ଚ, ‍‍ମଙ୍ଗଳବାର; ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ

ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ଶରୀର ସୁସ୍ଥ ରହିବ,ସୁସ୍ୱାଦୁ ଭୋଜନ ମିଳିବ । କର୍ମକ୍ଷେତ୍ରରେ ସଫଳତା ମିଳିବ।

Rashi

Representational Image

Niharika Rout
  • Published: Tuesday, 05 March 2024
  • Updated: 05 March 2024, 07:34 AM IST

Sports

Latest News

ମେଷ: ସାଧାରଣ କଥାକୁ ନେଇ ପରିବାରରେ ବା ପଡୋଶୀଙ୍କ ସହିତ ମନାନ୍ତର ହୋଇପାରେ। ଫଳରେ ମନ ଭାରାକ୍ରାନ୍ତ ହେବ । ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି ।ନିଜର ବୁଦ୍ଧି ବିବେକ ବଳରେ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ ।

ବୃଷ: ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ଶରୀର ସୁସ୍ଥ ରହିବ,ସୁସ୍ୱାଦୁ ଭୋଜନ ମିଳିବ । କର୍ମକ୍ଷେତ୍ରରେ ସଫଳତା ମିଳିବ। ବହୁଦିନର ଲାଗିରହିଥିବା ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ଆୟ ବୃଦ୍ଧି ପାଇବ, ଫଳରେ ମନ ପ୍ରଫୁଲ୍ଲିତ ରହିବ।

ମିଥୁନ:  ଅଧିକ ପରିଶ୍ରମ କରିବେ କିନ୍ତୁ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ । ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଠିକ୍ ସମୟରେ କାର୍ଯ୍ୟ ପରିସମାପ୍ତି ନହୋଇ ବିଳମ୍ବ ହେବ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ । ମାଲିମକଦ୍ଦମା ଜମିଜମା ସମସ୍ୟା ଦୂର ହୋଇଯିବ।

କର୍କଟ: ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ବନ୍ଧୁଙ୍କ ଦ୍ୱାରା ସମ୍ପାଦନ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ, ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ମାଲିମକଦ୍ଦମାର ସମସ୍ୟା ଆଲୋଚନା ଦ୍ୱାରା ସରଳ ସମାଧାନ ହୋଇଯିବ।

କୁମ୍ଭ:  ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ସହିତ ବହୁ ଦିନର ବକେୟା ପ୍ରାପ୍ୟ ମିଳିବ । ବିଳାସବ୍ୟସନରେ ଦିନଟି କାଟିବେ। କୌଣସି ମାଙ୍ଗଳିକ କାମରେ ଯୋଗଦାନ କରିବେ । ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ।

ମୀନ:  ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ । ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରି ଲକ୍ଷ୍ୟସ୍ଥଳରେ ପହଞ୍ଚିବେ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story