୫ ଏପ୍ରିଲ୍‌, ରବିବାର: ଘରେ କାହା ସହ ମତାନ୍ତର ହୋଇପାରେ

ମେଷ: ପରିବାରରେ ହସଖୁସିର ବାତାବରଣ ରହିବ। ସୁସ୍ୱାଦୁ ଖାଦ୍ୟ ଖାଇବେ। ବୃଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ କାହା ସହ ମତାନ୍ତର ହୋଇପାରେ। ସିଂହ: କିଛି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ […]

astrology

Jitendra Garnayak
  • Published: Sunday, 05 April 2020
  • , Updated: 05 April 2020, 08:38 AM IST

ମେଷ: ପରିବାରରେ ହସଖୁସିର ବାତାବରଣ ରହିବ। ସୁସ୍ୱାଦୁ ଖାଦ୍ୟ ଖାଇବେ।

ବୃଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ କାହା ସହ ମତାନ୍ତର ହୋଇପାରେ।

ସିଂହ: କିଛି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଦାମ୍ପତ୍ୟ ଜୀବନ ଭଲରେ କଟିବ। ଘର କାମରେ ମନ ଦେବେ। ଘର ଲୋକଙ୍କୁ କାମରେ ସହଯୋଗ କରିବେ।

ତୁଳା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କୌଣସି ପୁରୁଣା ରୋଗ ସମସ୍ୟା ସୃଷ୍ଟି କରିପାରେ। ସେମିତି ହେଲେ ଆଦୌ ଅବହେଳା ନ କରି ଡାକ୍ତରଖାନା ଯା’ନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। କେହି ଆପଣଙ୍କ ଠାରୁ ଋଣ ନେଇଥିଲେ ଆଜି ଫେରାଇ ପାରନ୍ତି।

ଧନୁ: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳସୁଆ ଅନୁଭବ କରିପାରନ୍ତି।

ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନିଜ ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ।

କୁମ୍ଭ: କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କୌଣସି ପୁରୁଣା ବନ୍ଧୁ ଆପଣଙ୍କୁ ଫୋନ୍ କରିପାରନ୍ତି।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟର୍‌ରେ କିଛି ପରିବର୍ତ୍ତନ କରିବାକୁ ଯୋଜନା କରିପାରନ୍ତି।

Related story