୫ ଫେବ୍ରୁଆରୀ, ରବିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ

ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ପାରିବାରିିକ ସମସ୍ୟାର ସମାଧାନ ଘଟିବ।

Rashi PhotoOR

Representational Image

Jitendra Garnayak
  • Published: Sunday, 05 February 2023
  • Updated: 05 February 2023, 07:55 AM IST

ମେଷ: ପାରିବାରିକ ଜୀବନରେ ଭୁଲ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ବହୁତ ଭଲ ରହିବ। 
ବହୁଦିନରୁ ହଜି ଯାଇଥିବା ବା ଚୋରି ହୋଇ ଯାଇଥିବା ଜିନିଷ ହଠାତ୍ ମିଳିଯାଇପାରେ। 

ବୃଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନସନ୍ତତିଙ୍କ ଉନ୍ନତିରେ ଖୁସି ହେବେ। ନୂତନ ଗୃହ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ଆକସ୍ମିକ ଅର୍ଥ ଲାଭ ହେବ।

ମିଥୁନ: ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣକୁ ନେଇ ମନ ଭାରାକ୍ରାନ୍ତ ରହିବ। ବନ୍ଧୁ ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। 

କର୍କଟ: ସ୍ୱାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବାର ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି।

ସିଂହ: ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଭୁଲ ବୁଝାମଣା ଦେଖା ଦେଇପାରେ।  ଠକାମିରେ ପଡ଼ିପାରନ୍ତି। କୌଣସି କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

Also Read

କନ୍ୟା: ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ପାରିବାରିିକ ସମସ୍ୟାର ସମାଧାନ ଘଟିବ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। 
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

ମୀନ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ପରିବହନ ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଶୁଭ ଫଳ ମିଳିବ। ବହୁ ଦିନର ଆଶା ପୂରଣ ହେବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story