୫ ଜୁଲାଇ,ମଙ୍ଗଳବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ମେଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ।କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ବୃଷ: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବା ସହିତ ପ୍ରଶଂସିତ ହେବେ। ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ। କର୍କଟ: ସଫଳତା ମିଳିବ। ମାନସିକ […]

RASI

Tapaswini Nayak
  • Published: Tuesday, 05 July 2022
  • , Updated: 05 July 2022, 08:00 AM IST

ମେଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ।କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

ବୃଷ: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବା ସହିତ ପ୍ରଶଂସିତ ହେବେ।

ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ।

କର୍କଟ: ସଫଳତା ମିଳିବ। ମାନସିକ ଦୁଃଶ୍ଚିନ୍ତା ଦୂର ହୋଇଯିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ସିଂହ: ଆଜି ଶୁଭ ସମାଚାର ଶୁଣି ଖୁସିହେବେ। ପାରିବାରିକ ସମସ୍ୟାକୁ ସଜାଡିଦେଇ ଆନନ୍ଦ ପାଇବେ। ଘର ପାଇଁ କିଛି ଜିନିଷ କିଣିବେ।

କନ୍ୟା: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଆୟ ବୃଦ୍ଧି ଘଟିବ।

ତୁଳା: ପରିବାରରେ ସୁଖ ଶାନ୍ତି ପୂର୍ବ ପରି ଅତୁଟ ରହିବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ବିଛା: ଶୁଭ ଖବର ଶୁଣି ଖୁସି ହେବେ। ପରୀକ୍ଷାରେ ସଫଳ ହେବେ। ମହିଳାମାନେ ଆଶା କରୁଥିବା ଦିଗରୁ ମାନ-ସମ୍ମାନ ଲାଭ କରିବେ।

ଧନୁ: ନିଜର ବୁଦ୍ଧି ବିବେକ ନିଷ୍ଠା ଉଦ୍ୟମ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ପାଇଁ ସମର୍ଥ ହେବେ। ଗୁରୁଜନଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୁତି ଲାଭ କରିବେ।

ମକର: ଦିନଟି ଅନୁକୂଳ ରହିବ। ମନ ମୁତାବକ କାର୍ଯ୍ୟ କରିବା ପାଇଁ ସମର୍ଥ ହେବେ।ଆର୍ଥିକ ଅଭିବୃଦ୍ଧି ଘଟିବ। ଭବିଷ୍ୟତ ଯୋଜନାରେ ନିବେଶ କରିବେ।

କୁମ୍ଭ: ଜଗିରଖି ଚଳନ୍ତୁ। ମାନସିକ ଦୁଶ୍ଚିନ୍ତା କର୍ମକ୍ଷେତ୍ରରେ ଅସ୍ଥିରତା ଦେଖାଦେଇପାରେ। ନିଜର ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ମୀନ: ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭ ପ୍ରଦ ହେବ। ଆୟ ବୃଦ୍ଧି ଘଟିବ।

 

 

 

Related story