୫ ମେ’, ଶୁକ୍ରବାର: କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର କରିବେ

ଆକସ୍ମିକ ଧନଲାଭ ହେବ। କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ ।

Rashi

Representational Image

Niharika Rout
  • Published: Friday, 05 May 2023
  • Updated: 05 May 2023, 07:35 AM IST

ମେଷ: ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ॥ ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ ଏବଂ ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ମହିଳାମାନେ ଧୈର୍ଯ୍ୟ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ ।

ବୃଷ: କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର କରିବେ। ଆକସ୍ମିକ ଧନଲାଭ ହେବ। କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ । ପରିବାରରେ ସୁଖ-ଶାନ୍ତି ବଜାୟ ରହିବ । ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ ।

ମିଥୁନ:  କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ପୂର୍ବ ସମସ୍ୟା ସମାଧାନ ହେବ ।  ବ୍ୟବସାୟରେ ଆଶାନୁସାରେ ଲାଭ ମିଳିବ । ପିଲାମାନଙ୍କର ଆଚରଣ ଯୋଗୁ ମନ ପ୍ରଫୁଲ୍ଲିତ ରହିବ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ସ୍ୱାସ୍ଥ୍ୟ ଆଗ ଅପେକ୍ଷା ବହୁତ ଭଲ ରହିବ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇଲେ ମଧ୍ୟ ଅଶାନ୍ତି ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଭ୍ରମଣ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

କୁମ୍ଭ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମାଚାର ମିଳିବାର ଯୋଗ ରହିଛି । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ । 

ମୀନ: କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story