୫ ନଭେମ୍ୱର, ସୋମବାର:ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ

ମେଷ: ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ଥ ରହିବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବୃଷ: ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କୁ ପ୍ରଭାବିତ କରିପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ମିଥୁନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବନ୍ଧୁଙ୍କ ସହ […]

Rasi-Fala

Rasi-Fala

Jyoshna Pradhan
  • Published: Monday, 05 November 2018
  • Updated: 05 November 2018, 07:51 AM IST

Sports

Latest News

ମେଷ: ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ଥ ରହିବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।

ବୃଷ: ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କୁ ପ୍ରଭାବିତ କରିପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ମିଥୁନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାରରେ ହସ ଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ।

କନ୍ୟା:ଧୈର୍ଯ୍ୟ ସହ କାର୍ଯ୍ୟ କରନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଦିନଟି ଏତେଟା ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

ଧନୁ: ମାନ-ସମ୍ମାନ ମିଳିବ। ପଦନ୍ନୋତିର ଯୋଗ ରହିଛି। ପରିବାରରେ ହସ ଖୁସିର ବାତାବରଣ ରହିବ।

ମକର: ଦାମ୍ପତ୍ୟ ଜୀବନ ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

କୁମ୍ଭ:ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଦିନଟି ଭଲରେ କଟିବ। ପରିବାରରେ ପୂଜାପାଠର ଆୟୋଜନ କରିପାରନ୍ତି। ସ୍ୱାଦିଷ୍ଟ ଭୋଜନ କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story