୫ ନଭେମ୍ବର, ଶନିବାର: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ

ମେଷ:  ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ  । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବା ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ । ବୃଷ: ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ।  ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା […]

RASI

RASI

Niharika Rout
  • Published: Saturday, 05 November 2022
  • Updated: 05 November 2022, 07:21 AM IST

Sports

Latest News

ମେଷ:  ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ  । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବା ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ ।

ବୃଷ: ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ।  ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ

ମିଥୁନ:   ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ।  ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ:ବିଳମ୍ବ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକି ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ କିନ୍ତୁ ସାମାନ୍ୟ ଅଶାନ୍ତି ଦେଖାଦେଇପାରେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:  ବନ୍ଧୁଙ୍କ ମାଧ୍ୟମରେ ପ୍ରତିବନ୍ଧକ ଦୂରେଇ ଯିବ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପଶାନ୍ତୁ ନାହିଁ ।

ମୀନ:   କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।  ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story