୫ ଅକ୍ଟୋବର, ଗୁରୁବାର; ବନ୍ଧୁଙ୍କ ସହ କଳହ ହୋଇପାରେ

ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳତା ହାସଲ କରିବେ ।

Rashi

Representational Image

Niharika Rout
  • Published: Thursday, 05 October 2023
  • Updated: 05 October 2023, 07:47 AM IST

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ସୁସ୍ୱାଦୁ ଭୋଜନ ସହ ଭ୍ରମଣର ଯୋଗ ରହିଛି । ମହିଳାମାନଙ୍କର ଦିନ ସୁଖମୟ ହେବ । ସମସ୍ତ ଆଶା ଅଭିଳାଷ ପୁରଣ ହେବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । କିନ୍ତୁ ନିଜର ବୁଦ୍ଧି ବିବେକ ବଳରେ ତା'ର ସରଳ ସମାଧାନ କରିବାରେ ସକ୍ଷମ ହେବେ ।

ବୃଷ :ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳତା ହାସଲ କରିବେ । ଛାତ୍ରଛାତ୍ରୀ ବିଦ୍ୟାରେ ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତ ହେବେ ।

ମିଥୁନ: ଅପ୍ରିୟ ସତ୍ୟ କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି । ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଯାତ୍ରାରେ ଶୁଭ ଫଳ ମିଳିବ । କୌଣସି ସାଂସ୍କୃତିକ ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଯୋଗଦେଇ ସମ୍ମାନିତ ହେବେ ।

ସିଂହ: ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ଅନ୍ୟମାନଙ୍କ ପାଇଁ କୌଣସି ଦ୍ରବ୍ୟହାନୀ ହୋଇପାରେ ।

କୁମ୍ଭ: ଦେବ ଦର୍ଶନର ସୁଯୋଗ ମିଳିବ । ଦୂର ଯାତ୍ରା କରିପାରନ୍ତି । ଆର୍ଥିକ ଅଭିବୃଦ୍ଧି ଘଟିବ । ଖାଦ୍ୟପେର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ । ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ଦେଖାଦେବ ।

ମୀନ: ଛୋଟ ଛୋଟ କଥାକୁ ନେଇ ପାରିବାରିକ ଓ ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ । ଅପରାହ୍ନେ ବହୁ ପ୍ରତିକ୍ଷିତ ଖବରଟି ପାଇ ମନ ପ୍ରଫୁଲ୍ଲିତ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story