୫ ଅକ୍ଟୋବର, ଶୁକ୍ରବାର: ଏହି ରାଶିର ବ୍ୟକ୍ତି ଆଜି ସୁସ୍ୱାଦୁ ଖାଦ୍ୟ ଖାଇବେ

ମେଷ:  ଦିନଟି ଭଲରେ କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ଯାନବାହନ ଚଳାଇବା ସମୟରେ ସତର୍କ ରୁହନ୍ତୁ। ବୃଷ: କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସୁସ୍ୱାଦୁ ଖାଦ୍ୟ ଖାଇପାରନ୍ତି। ମିଥୁନ: କାର୍ଯ୍ୟ ସଂପୂର୍ଣ୍ଣ କରିବାରେ ବିଳମ୍ୱ ଘଟିବ। ଆର୍ଥିକ ସ୍ଥିତି ଭଲ ରହିବ ନାହିଁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍କଟ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। […]

Rasi-Fala

Rasi-Fala

Jyoshna Pradhan
  • Published: Friday, 05 October 2018
  • Updated: 05 October 2018, 08:00 AM IST

Sports

Latest News

ମେଷ:  ଦିନଟି ଭଲରେ କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ଯାନବାହନ ଚଳାଇବା ସମୟରେ ସତର୍କ ରୁହନ୍ତୁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସୁସ୍ୱାଦୁ ଖାଦ୍ୟ ଖାଇପାରନ୍ତି।

ମିଥୁନ: କାର୍ଯ୍ୟ ସଂପୂର୍ଣ୍ଣ କରିବାରେ ବିଳମ୍ୱ ଘଟିବ। ଆର୍ଥିକ ସ୍ଥିତି ଭଲ ରହିବ ନାହିଁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କର୍କଟ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। ଚିନ୍ତିତ ରହିବେ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ମନ ବ୍ୟଗ୍ର ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବ୍ୟବହାର ଉପରେ ସଂଯମ ରଖନ୍ତୁ।

କନ୍ୟା: ଦିନଟି ଖୁସିରେ କଟିବ। ବିବାହ ସ୍ଥିର ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇ ପାରନ୍ତି।

ତୁଳା: ବ୍ୟବସାୟରେ ଲାଭ ମିଳିବ। ଉଚ୍ଚ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରିପାରନ୍ତି। କାର୍ଯ୍ୟରେ ସଫଳତା ମିଳିବ।

ବିଚ୍ଛା: ନକାରାତ୍ମକ ଚିନ୍ତା ଠାରୁ  ଦୂରେଇ ରୁହନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଖର୍ଚ୍ଚ ବଢ଼ିପାରେ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କୁ ଧ୍ୟାନ କରନ୍ତୁ। ମନ ଶାନ୍ତ ରହିବ।

ମକର: ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

କୁମ୍ଭ: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ କଟିବ। ଚାକିରି ଓ ବ୍ୟବସାୟରେ ସହକର୍ମୀଙ୍କ ସହଯୋଗ ମିଳିବ।

ମୀନ:  ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସୃଜନଶୀଳତା ବୃଦ୍ଧି ପାଇବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story