୫ ଜାନୁଆରୀ, ଶନିବାର: ଶତ୍ରୁଙ୍କୁ ପରାସ୍ତ କରିବେ

ମେଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି । ସତର୍କ ରୁହନ୍ତୁ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମିଥୁନ: ହସଖୁସିରେ ସମୟ ବିତାଇବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିବାହ ସ୍ଥିର ହୋଇପାରେ। କର୍କଟ: ଘରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ଶତ୍ରୁଙ୍କୁ ପରାସ୍ତ କରିବେ ସିଂହ: ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ବନ୍ଧୁଙ୍କ ସହ ସାକ୍ଷାତ […]

Rasi-Fala

Rasi-Fala

Jyoshna Pradhan
  • Published: Saturday, 05 January 2019
  • Updated: 05 January 2019, 07:34 AM IST

Sports

Latest News

ମେଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି । ସତର୍କ ରୁହନ୍ତୁ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ହସଖୁସିରେ ସମୟ ବିତାଇବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିବାହ ସ୍ଥିର ହୋଇପାରେ।

କର୍କଟ: ଘରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ଶତ୍ରୁଙ୍କୁ ପରାସ୍ତ କରିବେ

ସିଂହ: ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାର ସଦସ୍ୟଙ୍କ ମତାନ୍ତର ହୋଇପାରେ।

କନ୍ୟା: ଖର୍ଚ୍ଚ ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଦିନଟି ଭଲରେ କଟିବ। ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ପୁଞ୍ଜି ନିବେଶ କରିପାରନ୍ତି।

ବିଚ୍ଛା: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପଦୋନ୍ନତିର ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି।

ମୀନ: ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାନ-ସମ୍ମାନ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos