୬ ଏପ୍ରିଲ, ବୁଧବାର; ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ

ମେଷ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ ।  ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ  ।  କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତ ଆଦି କ୍ଷେତ୍ରରେ ଆଗ୍ରହ ବଢିବ , ଗୃହୋପକରଣ କ୍ରୟ କରିବେ  । ବୃଷ:  ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ, ଅସନ୍ତୋଷ ଦୂର ହୋଇଯିବ । ମାନସିକ ଶାନ୍ତି ଅନୁଭବ କରିବେ ।  ଛାତ୍ରଛାତ୍ରୀମାନେ  ପାଠ ପଢାରେ ମନଯୋଗ ଦେବେ ,  ବ୍ୟବସାୟରେ ଅଚାନକ ଧନପ୍ରାପ୍ତି […]

RASI

RASI

Niharika Rout
  • Published: Wednesday, 06 April 2022
  • Updated: 06 April 2022, 07:53 AM IST

Sports

Latest News

ମେଷ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ ।  ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ  ।  କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତ ଆଦି କ୍ଷେତ୍ରରେ ଆଗ୍ରହ ବଢିବ , ଗୃହୋପକରଣ କ୍ରୟ କରିବେ  ।

ବୃଷ:  ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ, ଅସନ୍ତୋଷ ଦୂର ହୋଇଯିବ । ମାନସିକ ଶାନ୍ତି ଅନୁଭବ କରିବେ ।  ଛାତ୍ରଛାତ୍ରୀମାନେ  ପାଠ ପଢାରେ ମନଯୋଗ ଦେବେ ,  ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ  ।

ମିଥୁନ: ସ୍ୱାସ୍ଥ୍ୟ ଠିକ୍ ରହିବ । ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି।  ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ସଫଳତା ମିଳିବ । ଆଶାନୁରୂପ ଲାଭ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

 କର୍କଟ: ସହକର୍ମୀମାନଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ  ସମ୍ପୂର୍ଣ୍ଣ କରିବେ।  କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ବିଶ୍ୱାସ ଭାଜନ ହେବେ। ପିତା ମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି,  ଧନହାନୀ ହେବାର  ଆଶଙ୍କା ଅଛି ।

ସିଂହ: ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇପାରେ । କୌଶଳକ୍ରମେ ତାହାକୁ ସମାଧାନ କରିବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ  ।

କନ୍ୟା: ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ।  ଆମୋଦ-ପ୍ରମୋଦରେ ଦିନ କାଟିବେ । କ୍ରୀଡା, ନୃତ୍ୟ ସଂଗୀତ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ତୁଳା: ମାନସିକ ଶାନ୍ତି ସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।  ସହକର୍ମୀମାନଙ୍କ ସାହାଯ୍ୟ ପାଇ ବାକି ରହିଥିବା କାର୍ଯ୍ୟଗୁଡ଼ିକୁ ଯଥାରୀତି ସମ୍ପାଦନ କରିବେ।  ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ସହ ବହୁବିଧ ସୁଯୋଗ ଜୁଟିବ। ଶୁଭ ସମ୍ବାଦ ପାଇବେ ଓ ମନ ପ୍ରଫୁଲ୍ଲ ରହିବ  ।

ବିଛା: ଅଧ୍ୟୟନ, ଅଧ୍ୟାପନା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ । ଶରୀର ସୁସ୍ଥ ରହିବ।  ସୁସ୍ୱାଦୁ ଭୋଜନ ମିଳିବା ନେଇ ମନଖୁସି ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳତା ହାସଲ କରିବେ  । ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭାବିଚିନ୍ତି ପଦକ୍ଷେପ ନେବା ଭଲହେବ ।

ଧନୁ: ଆଜି ଆପଣଙ୍କୁ ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରି ପ୍ରଶଂସିତ ହେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିପାରେ , ଜଗିରଖି ନ ଚଳିଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି  ।

ମକର:  ଆଜି ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଫଳରେ ମନ ଖୁସି ରହିବ।  ଅଚାନକ ଧନପ୍ରାପ୍ତିର ଯୋଗ ରହିଛି । ଆୟ ଉପାର୍ଜନ ବୃଦ୍ଧି ହେବ।  ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ । ପରିବାରରେ ଭାଇଭଉଣୀମାନଙ୍କ ସହିତ ଆନନ୍ଦ ଉଲ୍ଲାସରେ ଦିନ କାଟିବେ    ।

କୁମ୍ଭ: ଆଜି ଆପଣଙ୍କୁ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବହୁ ଦିନର  ସ୍ୱପ୍ନ ସାକାର ହେବ।  କର୍ମକ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।  ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ , ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ।

ମୀନ:  ଆଜି କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ପ୍ରଶଂସିତ ହେବେ ।  ଆକସ୍ମିକ ଅର୍ଥଲାଭ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପ୍ରତି ବଳାଇବେ ।  ସଭାସମିତି, ସାହିତ୍ୟ ଆଲୋଚନାରେ ସମ୍ମାନିତ ହୋଇପାରନ୍ତି।  ରାଜନୀତି କ୍ଷେତ୍ରରେ  ମାନ ସମ୍ମାନ ବୃଦ୍ଧି ହେବ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story