୬ ଅଗଷ୍ଟ, ଶନିବାର: ଦାମ୍ପତ୍ୟ କଳହର ଅବସାନ ଘଟିବ

ମେଷ: ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ବୃଷ: ଆଜି ପିଲାମାନଙ୍କ କାର୍ଯ୍ୟ ଦୁଶ୍ଚିନ୍ତାର କାରଣ ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ । ମିଥୁନ: ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି […]

RASI

RASI

Niharika Rout
  • Published: Saturday, 06 August 2022
  • Updated: 06 August 2022, 08:01 AM IST

Sports

Latest News

ମେଷ: ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ।

ବୃଷ: ଆଜି ପିଲାମାନଙ୍କ କାର୍ଯ୍ୟ ଦୁଶ୍ଚିନ୍ତାର କାରଣ ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ।

ମିଥୁନ: ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି ।

କର୍କଟ:  ଆଜି ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ଆର୍ଥିକ ଅନଟନଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

କନ୍ୟା: ଆଜି ପରିବାରରେ ସମସ୍ୟା ବଢ଼ିପାରେ ।  ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

ବିଛା: ଆଜି ଆପଣଙ୍କୁ ନିଜର କେହି ଜଣେ ବ୍ୟକ୍ତି ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି।  ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି ।  ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ଧନୁ: ଆଜି ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଯାଇପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପାରସ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

ମକର: ଆଜି ଆପଣ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ପାରିବାରିକ ସମ୍ପର୍କରେ ମତଭେଦ ଦେଖାଦେଇପାରେ।  ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

କୁମ୍ଭ: ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନିକ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ମୀନ: ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story