୬ ଡିସେମ୍ବର,ଗୁରୁବାର: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି

ମେଷ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଫଳ ଦାନ କରନ୍ତୁ। ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ଧାର୍ମିକସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ଆୟ ଠାରୁ ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1

Tapaswini Nayak
  • Published: Thursday, 06 December 2018
  • Updated: 06 December 2018, 07:49 AM IST

Sports

Latest News

ମେଷ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଫଳ ଦାନ କରନ୍ତୁ।

ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ଧାର୍ମିକସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟ ଠାରୁ ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବା ପାଇଁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ଆଜି କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ବିଚ୍ଛା: ମାନ-ସମ୍ମାନ ମିଳିବ। ନୂଆ ଗାଡ଼ି କିଣିବାର ଯୋଗ ରହିଛି। ଅଟକି ରହିଥିବା କାମ ଆଜି ପୂରା ହେବ।

ଧନୁ: ବାଦ଼-ବିବାଦରୁ ଦୂରେଇ ରୁହନ୍ତୁ। ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ମକର: ଦିନଟି ଭଲରେ କଟିବ। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ଅଫିସ୍‌ରେ ପ୍ରଶଂସିତ ହେବେ। ବ୍ୟବସାୟରେ ଅଧିକ ଲାଭ ହେବ। ମାନ-ସମ୍ମାନ ମିଳବ। ନୂତନ ବସ୍ତ୍ର କିଣିପାରନ୍ତି।

ମୀନ: ନୂଆ ଦାୟିତ୍ୱ ମିଳିପାରେ। ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story