୬ ଫେବୃଆରୀ, ବୁଧବାର: ମାନସିକ ଅଶାନ୍ତିରେ ଦିନଟି କଟିବ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ବୃଷ: ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। ମିଥୁନ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କର୍କଟ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବ୍ରାହ୍ମଣକୁ ବସ୍ତ୍ର […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1

Tapaswini Nayak
  • Published: Wednesday, 06 February 2019
  • Updated: 06 February 2019, 07:36 AM IST

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

ବୃଷ: ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବ୍ରାହ୍ମଣକୁ ବସ୍ତ୍ର ଦାନ କରନ୍ତୁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା‘ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ମାନସିକ ଅଶାନ୍ତି ଲାଗି ରହିବ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।

ମୀନ: ମା’ଙ୍କ ନେଇ ବାହାରକୁ ବୁଲିବାକୁ ଯାଇପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos