୬ ମାର୍ଚ୍ଚ, ‍‍ବୁଧବାର; ନିଜ ଲୋକ ପରୋକ୍ଷରେ ସମାଲୋଚନା କରିବେ

ପୈତୃକ ସଂପତ୍ତି ସୀମାକୁ ନେଇ ପଡୋଶୀଙ୍କ ସହିତ ମନାନ୍ତର ହେବାର ସମ୍ଭାବନା ରହିଛି ।

Rashi

Representational Image

Niharika Rout
  • Published: Wednesday, 06 March 2024
  • Updated: 06 March 2024, 07:28 AM IST

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ ।  ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ବହୁ ଦିନର ସ୍ୱପ୍ନ ସାକାର ହେବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହେବାରୁ ଧାର କରଜ କରିବାକୁ ବାଧ୍ୟ ହେବେ।

ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ମିଳିବ । ଶରୀର ସୁସ୍ଥ ରହିବ, ଆର୍ଥିକ ଅଭିବୃଦ୍ଧି ଘଟିବ । ଗୃହିଣୀମାନେ ନିଜର ଦକ୍ଷତା ପ୍ରତିପାଦନ କରି ପରିବାରରେ ପ୍ରଶଂସାର ପାତ୍ର ହେବେ ।

ମିଥୁନ:ଅପ୍ରିୟ ସତ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି । ଫଳରେ ମନ ଭାରାକ୍ରାନ୍ତ ହେବ । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି। ନିଜର ଲୋକ ପରୋକ୍ଷରେ ସମାଲୋଚନା କରିବା ସହିତ ଅସହଯୋଗ କରିବେ ।

କର୍କଟ:ଶାରୀରିକ ମାନସିକ ଆର୍ଥିକ ଅଭିବୃଦ୍ଧି ଘଟିବ । ଶତ୍ରୁମାନେ ପରାଜିତ ହେବେ, ପୂର୍ବର ବକେୟା ଅର୍ଥ ହସ୍ତଗତ ହେବ । କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ଶତ୍ରୁମାନେ ପରାଜିତ ହେବେ । ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ। ଅପରାହ୍ନରେ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି ଏବଂ ଦୂର ଯାତ୍ରା କରିପାରନ୍ତି । ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟ କଳାପକୁ ନେଇ କେତେକ ସମସ୍ୟା ମନକୁ ବିଚଳିତ କରିବ ।

ମୀନ: ଆର୍ଥିକ ଅଭିବୃଦ୍ଧି ଘଟିବ। ଶତ୍ରୁମାନେ ପରାଜିତ ହେବେ, ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ପୈତୃକ ସଂପତ୍ତି ସୀମାକୁ ନେଇ ପଡୋଶୀଙ୍କ ସହିତ ମନାନ୍ତର ହେବାର ସମ୍ଭାବନା ରହିଛି । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ । ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story