୬ ଏପ୍ରିଲ, ଗୁରୁବାର: ଗୁରୁଜନଙ୍କ ସହ ମତାନ୍ତର ହୋଇପାରେ

ପୂର୍ବରୁ ଲାଗି ରହିଥିବା ବାଦବିବାଦର ଆଶୁ ସମାଧାନ ହୋଇଯିବ । ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ ।

Rashi PhotoOR

Representational Image

Niharika Rout
  • Published: Thursday, 06 April 2023
  • Updated: 06 April 2023, 07:59 AM IST

Sports

Latest News

ମେଷ: ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ। ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ ।

ବୃଷ: ବାପା ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ବିଦ୍ୟାର୍ଥୀମାନେ କର୍ମରେ ଅବହେଳା କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଘଟିପାରେ । ଗୁରୁଜନଙ୍କ ସହ ମତାନ୍ତର ହୋଇପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି ।

ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମନ ଅସ୍ଥିର ରହିବ। ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ମାନେ ନିଜ କାମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

କର୍କଟ: କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ଜୀବନ ସାଥୀର ସହଯୋଗ ମିଳିବ । ଅଚାନକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବିଜୟୀ ହେବା ସହ ସୁ-ସମାଚାର ଶୁଣି ଆନନ୍ଦିତ ହେବେ।

ସିଂହ: ପୂର୍ବରୁ ଲାଗି ରହିଥିବା ବାଦବିବାଦର ଆଶୁ ସମାଧାନ ହୋଇଯିବ । ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ । ଦେହ ମନ ସୁସ୍ଥ ରହିବ ।

କନ୍ୟା: ଜଗିରଖି ଚଳନ୍ତୁ । ନଚେତ୍ ଅପମାନ, ଅପଯଶ ଓ ଅପବାଦ ପାଇପାରନ୍ତି । ବାପା ମା’ଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ପୁତ୍ର, କନ୍ୟାଙ୍କ  ପାଠପଢ଼ାକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପରିଶ୍ରମ ଅନୁଯାୟୀ ଆଶାଜନକ ଶୁଭଫଳ ପାଇବେ ନାହିଁ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ।

କୁମ୍ଭ : ଅଟକିଥିବା କାମକୁ ପୁଣି ଆରମ୍ଭ କରି ସମ୍ପୂର୍ଣ୍ଣ କରିବେ। ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ପୂର୍ବର ଯୋଜନାକୁ ପରିବର୍ତ୍ତିତ କରି ପ୍ରଶଂସିତ ହେବେ । ବକେୟା ଅର୍ଥ ଆଦାୟ ପାଇଁ ଦିନଟି ଅନୁକୂଳ ରହିବ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ।

ମୀନ: ଆକସ୍ମିକ ଧନଲାଭର ଯୋଗ ରହିଛି । ବିଦ୍ୟାର୍ଥୀମାନେ ବିଦ୍ୟା କ୍ଷେତ୍ରରେ ପରିଶ୍ରମ ଜାରି ରଖି ସଫଳତା ପାଇବେ । ଶାରୀରିକ, ମାନସିକ ଓ ପାରିବାରିକ ଅଭିବୃଦ୍ଧି ଘଟିବ, ମହିଳାମାନେ ଆନନ୍ଦିତ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଯାତ୍ରାରେ ଶୁଭଫଳ ମିଳିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story