୬ ଡିସେମ୍ବର, ମଙ୍ଗଳବାର: ପୁରୁଣା ବନ୍ଧୁ ପ୍ରତିଶ୍ରୁତି ଭୁଲିଯିବେ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ଓ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ। ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ  । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା […]

RASI

RASI

Niharika Rout
  • Published: Tuesday, 06 December 2022
  • Updated: 06 December 2022, 07:37 AM IST

Sports

Latest News

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ଓ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ  । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ।  ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ଯେଉଁ ବିଷୟ ସକାଶେ କିଛି ଦିନ ହେବ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ।  ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଅପରାହ୍ନରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି ।

ସିଂହ: ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ, ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ, ଶରୀର ସୁସ୍ଥ ରହିବ ।

କନ୍ୟା : ବ୍ୟବସାୟୀମାନେ ଲାଭ ପାଇବେ ଏବଂ ଦୂରସ୍ଥାନକୁ ଯାତ୍ରା କରିବେ । କଳାସଂସ୍କୃତିରେ ମାନସମ୍ମାନ ବୃଦ୍ଧି ହେବ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ଭ୍ରମଣ ଯୋଗ ସହିତ ସୁସ୍ୱାଦୁ ଭୋଜନ କରିବେ।

ତୁଳା: ରାଜନୀତି କରୁଥିବା ବ୍ୟକ୍ତିକୁ ଅପମାନ ମିଳିବ କିନ୍ତୁ ବହୁଦିନରୁ ଅଟକିଥିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।  ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ଭ୍ରମଣ ଯୋଗ ରହିଛି । ବନ୍ଧୁଙ୍କର ଘରକୁ  ଆଗମନ ହେବ, ମାଙ୍ଗଳିକ କାର୍ଯ୍ୟ ପାଇଁ ଆଲୋଚନା କରିବେ ।

ବିଛା :  ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଏବଂ ଦୂରସ୍ଥାନକୁ ଯାତ୍ରା କରିବେ । ବ୍ୟବସାୟରେ ସଫଳତା ପାଇପାରିବେ ଏବଂ ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ପ୍ରାପ୍ତି ହେବ ।

ଧନୁ : କର୍ମକ୍ଷେତ୍ରରେ ଉନ୍ନତି ହେବ ଓ ଦୂରସ୍ଥାନକୁ ଯାତ୍ରା କଲେ ଫଳପ୍ରଦ ହେବ। ବନ୍ଧୁ ସାହାଯ୍ୟ ସହଯୋଗ କରିବେ ବୋଲି ପ୍ରତିଶୃତି ଦେବେ । ଅଚାନକ ଧନ ପ୍ରାପ୍ତି ହେବ ଏବଂ ଜମି ଗୃହ କ୍ରୟ କରିବା ପାଇଁ ମନ ବଳାଇବେ ।

ମକର: ବନ୍ଧୁଙ୍କ ସହିତ ମତଭେଦ ହେବ ଏବଂ ବାକି ପଡିଥିବା ଅର୍ଥ ଆଦାୟ ହେବ।ଛାତ୍ରଛା ତ୍ରୀମାନେ କ୍ୟାରିୟରକୁ ନେଇ ବ୍ୟସ୍ତବିବ୍ରତ ହେବେ  । ପରିବାରରେ ସମସ୍ତେ ହସଖୁସିରେ ସମୟ ଅତିବାହିତ କରିବେ ।

କୁମ୍ଭ  : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ:  ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ` କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ` ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story