୬ ଜାନୁଆରୀ, ଶୁକ୍ରବାର; ପାରିବାରିକ ଜୀବନ ସୁଖମୟ ହେବ

 ମେଷ:  ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେକୌଣସି କାର୍ଯ୍ୟ କଲେ ସେଥିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ। ପାରିବାରିକ ସମସ୍ୟାର ସମାଧାନ ହେବ, ଯାହା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବୃଷ:  ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ, ଆୟ ବୃଦ୍ଧି ଘଟିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । […]

Rashi

Rashi

Niharika Rout
  • Published: Friday, 06 January 2023
  • Updated: 06 January 2023, 07:33 AM IST

Sports

Latest News

 ମେଷ:  ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେକୌଣସି କାର୍ଯ୍ୟ କଲେ ସେଥିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ। ପାରିବାରିକ ସମସ୍ୟାର ସମାଧାନ ହେବ, ଯାହା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ।

ବୃଷ:  ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ, ଆୟ ବୃଦ୍ଧି ଘଟିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ।

ମିଥୁନ: ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ । ପୂର୍ବ ଅପେକ୍ଷା ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ, ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ। ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ।

କର୍କଟ: ଆପଣ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ, ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ, ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶତୃମାନେ ମିତ୍ରତାର ହାତ ବଢାଇବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ। ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ, ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା  :  ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।   ପିଲାମାନଙ୍କ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ  ଯୋଗୁ ଘରେ ଅସନ୍ତୋଷ ସୃଷ୍ଟି ହେବ।  ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ ରହିବ।

ଧନୁ : ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ, ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ଦେଖାଦେବ।

ମକର: ଜଗିରଖି ଚଳନ୍ତୁ, କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ, ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ । ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନ ମନାନ୍ତର ଦେଖାଦେଇପାରେ।

କୁମ୍ଭ: ଦିନ ଖୁବ୍ ଭଲରେ କଟିବ, ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବିବାଦରେ ନୂଆ ମୋଡ଼ ଦେଖାଦେବ, ପୂର୍ବର ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି।

ମୀନ: ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ । ବନ୍ଧୁଙ୍କ ମିଥ୍ୟାଭିଯୋଗ ସକାଶେ ମାନସିକ ସ୍ତରରେ କ୍ରୋଧାନ୍ୱିତ ହୋଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story