୭ ଫେବ୍ରୁଆରୀ, ସୋମବାର: ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ

ମେଷ: ପାରିବାରିକ ଜୀବନ ସୁଖ ପ୍ରଦ ହେବ। ଅଟକି ରହିଥିବା କାମ ଗୁଡିକ କରିବାକୁ ଅଗ୍ରସର ହେବେ।  ଛାତ୍ର ଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ବୃଷ: ବକେୟା ଅର୍ଥ ହସ୍ତଗତ ହେବ। ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ। ପରିବାର ପାଇଁ  କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ମିଥୁନ:ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବ୍ୟବସାୟ ପରିବହନ ପାଇଁ ଦିନଟି […]

RASI

RASI

Tapaswini Nayak
  • Published: Monday, 07 February 2022
  • Updated: 07 February 2022, 07:50 AM IST

Sports

Latest News

ମେଷ: ପାରିବାରିକ ଜୀବନ ସୁଖ ପ୍ରଦ ହେବ। ଅଟକି ରହିଥିବା କାମ ଗୁଡିକ କରିବାକୁ ଅଗ୍ରସର ହେବେ।  ଛାତ୍ର ଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ।

ବୃଷ: ବକେୟା ଅର୍ଥ ହସ୍ତଗତ ହେବ। ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ। ପରିବାର ପାଇଁ  କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।

ମିଥୁନ:ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭ ପ୍ରଦ ହେବ।

କର୍କଟ: ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ବହୁ ଦିନର ଆଶା ଓ ଅଭିଳାଷ  ପୂରଣ ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ।

ସିଂହ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ।  ବିଭିନ୍ନ ସୂତ୍ରରୁ  ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।

ତୁଳା: ଆଜି ହସଖୁସିରେ ଦିନଟିକୁ କାଟିବେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।

ବିଛା: ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶତ୍ରୁମାନେ ପରାଜିତ ହେବେ।

ଧନୁ: ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।  ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ।

ମକର: ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ ନାହିଁ। ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ।

କୁମ୍ଭ: ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।

ମୀନ: ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ।ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story