୬ ମାର୍ଚ୍ଚ, ସୋମବାର: ଯେଉଁ କାର୍ଯ୍ୟରେ ହାତ ଦେବେ ବିଜୟୀ ହେବେ

କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଦେଖା ଦେବ । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

Rasi PhotoOR

Rasi

Niharika Rout
  • Published: Monday, 06 March 2023
  • Updated: 06 March 2023, 07:33 AM IST

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରି‍ବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ପାରିବାରିକ ଜୀବନ ସୁଖ ପ୍ରଦ ହେବ । ରାଜନୀତି କ୍ଷେତ୍ରରେ ଥିଲେ ନିଜର ଯୋଗ୍ୟତାକୁ ନେଇ ଜନସମର୍ଥନ ହାସଲ କରିବେ।

ବୃଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଦେଖା ଦେବ । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରି ବିଜୟୀ ହେବେ। ତରଭର ହୋଇ କାର୍ଯ୍ୟ କରନ୍ତୁ ନାହିଁ। ମାଲିମୋକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ। ପରିବାରରେ ଆନନ୍ଦ ଉଲ୍ଲାସରେ ସମୟ କାଟିବେ।

କର୍କଟ: ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢେଇବେ । ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ବା ନୂଆ ନିଯୁକ୍ତିର ଯୋଗ ଅଛି।

ସିଂହ: ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ । ବିରୋଧୀମାନେ କ୍ଷତି କରିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

କୁମ୍ଭ: ଆଶା ଆକାଂକ୍ଷା ପୂରଣ ହେବ । ମାନ ସମ୍ମାନ ପ୍ରତିଷ୍ଠା ଓ ସୈାଭାଗ୍ୟର ଅଧିକାରୀ ହେବେ। ପରିବାରରେ ପୂର୍ବରୁ ଲାଗି ରହିଥିବା ଅଶାନ୍ତି ମନୋମାଳିନ ଦୂର ହୋଇଯିବ। ଭାତୃ ସମ୍ପର୍କ ସୁଦୃଢ ହେବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ ।

ମୀନ: ବୁଦ୍ଧି ବିବେକ ଜ୍ଞାନ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ଆପଣଙ୍କୁ ମିଳିବ । ଯଶ-ମାନ ସମ୍ମାନ ମିଳିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story