୬ ମେ’, ଶନିବାର: କାମ ପ୍ରତି ସ୍ପୃହା ରହିବ ନାହିଁ

ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥ ଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ ।

Rashi

Representational Image

Niharika Rout
  • Published: Saturday, 06 May 2023
  • Updated: 06 May 2023, 07:37 AM IST

Sports

Latest News

ମେଷ: ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ । ଜଗି ରଖି ଚଳନ୍ତୁ। ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ବୃଷ: ଯେକୈାଣସି ପରିସ୍ଥିତିରେ ମଧ୍ୟ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥ ଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ ।

ମିଥୁନ: ସମସ୍ତ କାମରେ ସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ, ମହିଳାମାନଙ୍କ ମନ ପ୍ରଫୁଲ୍ଲିତ ରହିବ । କ୍ରୀଡା, ଚଳଚ୍ଚିତ୍ର ଓ କଳା, ସାହିତ୍ୟରେ ଉନ୍ନତି କରିବେ ।

କର୍କଟ: ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ, ରପ୍ତାନୀ କାରବାରରେ ଲାଭବାନ ହେବେ । ବୁଦ୍ଧି, ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ ମିଳିବ । କିନ୍ତୁ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ। ବିଦ୍ୟାର୍ଥି ମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ପିତା ମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି। ଆୟ ବୃଦ୍ଧି ଘଟିବ, ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

କୁମ୍ଭ: ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କାମ ଆରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ମନୋନିବେଶ କରିବେ ।

ମୀନ: ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । ହଠାତ୍ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story