୬ ମେ, ସୋମବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଧନପ୍ରାପ୍ତି ଯୋଗ ରହିଛି।  ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିପାରେ। ବୃଷ: ବାଦ-ବିବାଦରେ ପଡ଼ିପାରନ୍ତି। ମନ ଭଲ ରହିବ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ମିଥୁନ: ଦିନଟି ଭଲରେ କଟିପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। କର୍କଟ: ଶୁଭ ଖବର ପାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ […]

astro

Jyoshna Pradhan
  • Published: Monday, 06 May 2019
  • , Updated: 06 May 2019, 07:03 AM IST

ମେଷ: ଧନପ୍ରାପ୍ତି ଯୋଗ ରହିଛି।  ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିପାରେ।

ବୃଷ: ବାଦ-ବିବାଦରେ ପଡ଼ିପାରନ୍ତି। ମନ ଭଲ ରହିବ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ଦିନଟି ଭଲରେ କଟିପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ।

କର୍କଟ: ଶୁଭ ଖବର ପାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ।

ତୁଳା: ଦିନଟି ଖୁସିରେ କଟିପାରେ। ସ୍ୱାସ୍ଥ୍ୟ ଭଲ ରହିବ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ  ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ଧନୁ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: ଆତ୍ମବିଶ୍ୱାସ ବଢ଼ିବ। ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ନୁତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି।

 

 

Related story