୬ ନଭେମ୍ବର, ସୋମବାର; ଗୁପ୍ତ ଶତ୍ରୁ ଭୟ ମନକୁ ବ୍ୟତିବ୍ୟସ୍ତ କରାଇବ

ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ । ଧନ ମାନ ସମ୍ମାନ ପ୍ରତିଷ୍ଠା ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ ।

Rashi

Representational Image

Niharika Rout
  • Published: Monday, 06 November 2023
  • Updated: 06 November 2023, 07:42 AM IST

Sports

Latest News

ମେଷ: କ୍ୟାରିୟର ସୁଧାର ପାଇଁ ଦିନଟି ଭଲ ରହିବ। ଗୁପ୍ତ ଶତ୍ରୁ ଭୟ ମନକୁ ବ୍ୟତିବ୍ୟସ୍ତ କରାଇବ । ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ଅଶାନ୍ତି ଦେଖା ଦେବ । ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ ନାହିଁ।

ବୃଷ: ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ । ଧନ ମାନ ସମ୍ମାନ ପ୍ରତିଷ୍ଠା ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ ।ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବେ।

ମିଥୁନ: ନୂତନ ଯୋଜନା ଅନୁଯାୟୀ କାର୍ଯ୍ୟ କରି ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ଶରୀର ସୁସ୍ଥ ରହିବ ଓ ଆର୍ଥିକ ଉନ୍ନତି ହୋଇ ବକେୟା ଅର୍ଥ ହସ୍ତଗତ ହେବ । ପାରିବାରିକ ଜୀବନ ସୁଖମୟ ହେବ, ପ୍ରେମ କ୍ଷେତ୍ରରେ ସଫଳତା ସହ ଜୀବନସାଥୀଙ୍କ ସାହାଯ୍ୟ ସହଯୋଗ ମିଳିବ।

କର୍କଟ: କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଗୃହରେ ଭାତ୍ରୁବିବାଦ, ପଡ଼ୋଶୀ କଳହ, ଜମି ପାଇଁ ମାଲିମକଦ୍ଦମାର ଅବସାନ ହେବ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ନିଜ କାମ ପାଇଁ ପ୍ରଶଂସା ଓ ପୁରସ୍କାର ପାଇବେ । ଦେବ ଦର୍ଶନ କରିବା ସହିତ ଧର୍ମ ଦିଗରେ ମନୋନିବେଶ କରିବେ । ଧନ ସଂପତ୍ତି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ ।

କୁମ୍ଭ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଶରୀରର କୈାଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ନିଜର ଲୋକ ବିରୁଦ୍ଧାଚରଣ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ ।

ମୀନ: ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ । ମନରେ ସକାରାତ୍ମକ ଶକ୍ତି ସଂଚାର ହେବ । ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story