୬ ନଭେମ୍ୱର, ମଙ୍ଗଳବାର: ଏହି ରାଶିର ବ୍ୟକ୍ତି ଦେଖିଚାହିଁ କଥା ହେବା ଉଚିତ୍‌

ମେଷ: ବ୍ୟସ୍ତତା ଭିତରେ ଦିନଟି କାଟିବ। କୌଣସି କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ମାନସିକ ଚିନ୍ତାରୁ ମୁକ୍ତି ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବ। ପେଟ ସମସ୍ୟା ଦେଖାଦେଇପାରେ। ମିଥୁନ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। କର୍କଟ: ସ୍ୱାସ୍ଥ୍ୟର ଯତ୍ନ […]

Rasi-Fala-2-1-1-3-2-1-2-1-2-1-1-3

Rasi-Fala-2-1-1-3-2-1-2-1-2-1-1-3

Tapaswini Nayak
  • Published: Tuesday, 06 November 2018
  • Updated: 06 November 2018, 12:24 PM IST

Sports

Latest News

ମେଷ: ବ୍ୟସ୍ତତା ଭିତରେ ଦିନଟି କାଟିବ। କୌଣସି କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ମାନସିକ ଚିନ୍ତାରୁ ମୁକ୍ତି ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବ। ପେଟ ସମସ୍ୟା ଦେଖାଦେଇପାରେ।

ମିଥୁନ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚିନ୍ତାରୁ ମୁକ୍ତି ମିଳିବ। ପରିବାର ଲୋକଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ମିଠା କଥା କହି ଲୋକଙ୍କୁ ପ୍ରଭାବିତ କରିପାରନ୍ତି। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

ତୁଳା:  ଅସୁସ୍ଥତା ଅନୁଭବ କରିବେ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ଲାନ୍ତ ଅନୁଭବ କରିବେ।

ବିଛା: ଶରୀରର କୌଣସି ସ୍ଥାନରେ ଆଘାତ ଲାଗିପାରେ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ହନୁମାନଙ୍କୁ ପୂଜା କରନ୍ତୁ, ସମସ୍ୟା କମିବ।

ଧନୁ: କ୍ୟାରିୟରେ ସଫଳତା ମିଳିବ। ବ୍ୟବସାୟରେ ଅଧିକ ଲାଭ ମିଳିବ। ବିଦାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ନୂଆ ସୁଯୋଗ ମିଳିବ।

ମକର: ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାମ ଆଜି ପୂରା ହେବାର ସମ୍ଭାବନା ରହିଛି। ପରିବାର ଲୋକଙ୍କ ସହଯୋଗ ମିଳିବ।

କୁମ୍ଭ: ମାନସିକ ଅଶାନ୍ତିରୁ ମୁକ୍ତି ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଆଜି ନୂଆ କାମ ଆରମ୍ଭ କରିପାରନ୍ତି। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଇବା ପିଇବାର ଧ୍ୟାନ ରଖନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos