୬ ଅକ୍ଟୋବର, ଶୁକ୍ରବାର; ସାଧାରଣ କଥାରୁ କଳହ ହେବ

ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ପୂର୍ବର ଅଧା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ସାହିତ୍ୟ, ସଙ୍ଗୀତ, ରାଜନୀତି କ୍ଷେତ୍ରରେ ଥିଲେ ସୁନାମ ଅର୍ଜନ କରିବେ।

Rashi

Representational Image

Niharika Rout
  • Published: Friday, 06 October 2023
  • Updated: 06 October 2023, 07:43 AM IST

ମେଷ: ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରେ । ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେଇପାରେ । ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।  

ବୃଷ: ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ପୂର୍ବର ଅଧା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ସାହିତ୍ୟ, ସଙ୍ଗୀତ, ରାଜନୀତି କ୍ଷେତ୍ରରେ ଥିଲେ ସୁନାମ ଅର୍ଜନ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ମହିଳାମାନେ ହସଖୁସିରେ ଦିନ କାଟିବେ। କର୍ମକ୍ଷେତ୍ରରେ ସମ୍ମାନିତ ହେବେ।

ମିଥୁନ: ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ , ବରଂ ନିନ୍ଦାଗାନ କରିବେ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ବାତାବରଣ ସୃଷ୍ଟି ହେବ । ମାଲିମକଦ୍ଦମା, ଜମିଜମା ସମସ୍ୟା ଦୂର ହୋଇଯିବ, ଶତୃମାନେ ପରାଜିତ ହେବେ।

କର୍କଟ: ଜଗି ରଖି ଚଳନ୍ତୁ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହ ଦେଖାଦେଇପାରେ । ଏଣୁ କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ । ମହିଳାମାନେ ନିଜର ବୁଦ୍ଧି ବିବେକ ବଳରେ ଅସମ୍ଭବ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଦେହ ମନ ସୁସ୍ଥ ରହିବ ।ଅର୍ଥଲାଭ ହେବ ।

ସିଂହ:ପାରିବାରିକ ଜୀବନରେ ମତାନ୍ତର ହେତୁ ସାମାନ୍ୟ ଚିନ୍ତିତ ରହିବେ॥ ବକେୟା ଅର୍ଥ ବିଳମ୍ବ ହେଲେ ମଧ୍ୟ ହସ୍ତଗତ ହେବ । କର୍ମକ୍ଷେତ୍ରରେ ସହଯୋଗ ମିଳିବ । ବ୍ୟବସାୟରେ ଲାଭ ହେବ । ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ପାଇବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗୁ ଅନ୍ୟମନସ୍କ ରହିପାରନ୍ତି । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

କୁମ୍ଭ : ମାନ ସମ୍ମାନ ଓ ପ୍ରତିଷ୍ଠା ସହ ବହୁ ଦିନର ବକେୟା ପ୍ରାପ୍ୟ ମିଳିବ । ବିଳାସବ୍ୟସନରେ ଦିନଟି କାଟିବେ । କୌଣସି ମାଙ୍ଗଳିକ କାମରେ ଯୋଗଦାନ କରିବେ । ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ । ଦେହ ମନ ସୁସ୍ଥ ରହିବ ।

ମୀନ: ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବାର ସମ୍ଭାବନା ଅଧିକ ରହିଛି। କ୍ରୀଡ଼ା, କଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । କୌଶଳ ଅବଲମ୍ବନ କରି ଲକ୍ଷ୍ୟପୂରଣରେ ସମର୍ଥ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story