୬ ଅକ୍ଟୋବର, ଶନିବାର: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ପାରନ୍ତି। ପିଲାଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ବୃଷ: ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବେ। ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କର୍କଟ: ଦିନଟି ଭଲରେ କଟିବ ନାହିଁ। ସ୍ୱାସ୍ଥ୍ୟର ଯତ୍ନ […]

Rasi-Fala

Rasi-Fala

Jyoshna Pradhan
  • Published: Saturday, 06 October 2018
  • Updated: 06 October 2018, 07:40 AM IST

Sports

Latest News

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ପାରନ୍ତି। ପିଲାଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ।

ବୃଷ: ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବେ। ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

କର୍କଟ: ଦିନଟି ଭଲରେ କଟିବ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। କଥା ଉପରେ ସଂଯମ ରଖନ୍ତୁ।

କନ୍ୟା:  ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ହୋଇପାରେ। କୌଣିସି କଥାକୁ ନେଇ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରିପାରନ୍ତି।

ତୁଳା: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

ବିଚ୍ଛା: ପରିବାରରେ ହସ ଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ବନ୍ଧୁଙ୍କ ଠାରୁ ଉପହାର ମିଳିବ।

ଧନୁ: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ କଟିବ। ଚାକିରି ଓ ବ୍ୟବସାୟରେ ସହକର୍ମୀଙ୍କ ସହଯୋଗ ମିଳିବ।

ମକର:  ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ସହ ବନ୍ଧୁତା ହୋଇପାରେ।  କୌଣସି ପର୍ଯ୍ୟଟନ ସ୍ଥାଳୀକୁ ବୁଲିବାକୁ ଯାଇ ପାରନ୍ତି। ବୈବାହିକ ଜୀବନ ଭଲରେ କଟିବ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରେ ପୂଜା ପାଠ କରି ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story