୬ ସେପ୍ଟେମ୍ବର, ବୁଧବାର: ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ

ଦୀର୍ଘଦିନର ସ୍ୱପ୍ନ ସାକାର ହେବ ଏବଂ ଧନ, ମାନ ସମ୍ମାନ, ପ୍ରତିଷ୍ଠା, ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ, ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Rashi

Representational Image

Niharika Rout
  • Published: Wednesday, 06 September 2023
  • Updated: 06 September 2023, 07:40 AM IST

Sports

Latest News

ମେଷ: ଶରୀର ସୁସ୍ଥ ରହିବ । ଆର୍ଥିକ ଅଭିବୃଦ୍ଧି ଘଟିବ। ଶତ୍ରୁମାନେ ପରାଜିତ ହେବେ ଏବଂ ପାରିବାରିକ ଜୀବନ ସୁଖମୟ ହେବ। ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ । ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନ ଶୁଭପ୍ରଦ ହେବ । ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ ।

ବୃଷ: ଦୀର୍ଘଦିନର ସ୍ୱପ୍ନ ସାକାର ହେବ ଏବଂ ଧନ, ମାନ ସମ୍ମାନ, ପ୍ରତିଷ୍ଠା, ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ, ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହଯୋଗ ସହାନୁଭୂତି ପାଇବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କର ସାହାଯ୍ୟ ସହଯୋଗ ପାଇ ନିଜର ଦକ୍ଷତା ପ୍ରତିପାଦନ କରି ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ଅପରାହ୍ନରେ ଜଗିରଖି ଚଳନ୍ତୁ । ଶାରୀରିକ ପୀଡ଼ା ଓ ମାନସିକ ଦୁଶ୍ଚିନ୍ତା ଦେଖାଦେଇପାରେ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

କୁମ୍ଭ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଶରୀରର କୈାଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ନିଜର ଲୋକ ବିରୁଦ୍ଧାଚରଣ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ । ଭାବି ଚିନ୍ତି ଖର୍ଚ୍ଚ ନ କଲେ ଅସୁବିଧାରେ ପଡ଼ିପାରନ୍ତି । କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ ।

ମୀନ:  ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଞ୍ଚାର ହେବ, ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି । ଯାହା ଫଳରେ ମନ ଆନନ୍ଦିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story