୭ ଜାନୁଆରୀ, ଗୁରୁବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ।  ନୂତନ ବନ୍ଧୁ କରିପାରନ୍ତି। ଖର୍ଚ୍ଚ ବଢ଼ିବ। ବୃଷ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି […]

Rasi-Fala

Jyoshna Pradhan
  • Published: Thursday, 07 February 2019
  • , Updated: 07 February 2019, 07:32 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ।  ନୂତନ ବନ୍ଧୁ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ବୃଷ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି।  ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାନ-ସମ୍ମାନ ମିଳିବ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ମୀନ:ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

Related story