୭ ମାର୍ଚ୍ଚ, ଗୁରୁବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ମନକୁ ସ୍ଥିର ରଖନ୍ତୁ। ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସିଂହ: ସାଙ୍ଗମାନଙ୍କ ସହ ମନୋରଞ୍ଜନ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

Tapaswini Nayak
  • Published: Thursday, 07 March 2019
  • Updated: 07 March 2019, 07:27 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ମନକୁ ସ୍ଥିର ରଖନ୍ତୁ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ସିଂହ: ସାଙ୍ଗମାନଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଘରେ ହସଖୁସିର ପରିବେଶ ରହିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ତୁଳା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ବିଚ୍ଛା: ନୂଆ ପୋଷାକ କିଣିପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ।

ଧନୁ: ବିଦେଶକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କୌଣସି କଥାକୁ ନେଇ ପରିବାର ସଦସ୍ୟ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ।

କୁମ୍ଭ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତିରେ ରହିବେ।

ମୀନ: ଭାଇଭଉଣୀଙ୍କ ସହ ଖୁସିରେ ଦିନଟି ବିତେଇବେ। ଶରୀର ଫୂର୍ତ୍ତି ରହିବ। ଉପହାର ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story