୭ ଏପ୍ରିଲ, ରବିବାର: ବାହାରେ ଭୋଜନ କରନ୍ତୁ ନାହିଁ

ମେଷ: ପରିବାରରେ ଭଲ ବାତାବରଣ ରହିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଘରୁ ବାହାରକୁ ଯାଆନ୍ତୁ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ ନୁହେଁ, ସତର୍କ ରୁହନ୍ତୁ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ନିବେଶ କରିବା ପୂର୍ବରୁ ଭଲ ଭାବରେ ଭାବିଚିନ୍ତି କରନ୍ତୁ। ଖର୍ଚ୍ଚ ବଢ଼ିପାରେ। ମିଥୁନ: ମାଆ ଲଷ୍ମୀଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ […]

rasifala-4-1-1-2

rasifala-4-1-1-2

Rajalaxmi Sahu
  • Published: Sunday, 07 April 2019
  • Updated: 07 April 2019, 08:24 AM IST

Sports

Latest News

ମେଷ: ପରିବାରରେ ଭଲ ବାତାବରଣ ରହିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଘରୁ ବାହାରକୁ ଯାଆନ୍ତୁ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ।

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ ନୁହେଁ, ସତର୍କ ରୁହନ୍ତୁ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ନିବେଶ କରିବା ପୂର୍ବରୁ ଭଲ ଭାବରେ ଭାବିଚିନ୍ତି କରନ୍ତୁ। ଖର୍ଚ୍ଚ ବଢ଼ିପାରେ।

ମିଥୁନ: ମାଆ ଲଷ୍ମୀଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ନୂଆ ଗାଡ଼ି କିଣିପାରନ୍ତି।

କର୍କଟ: ମନ ଭଲ ରହିବ। ସମାଜରେ ମାନ-ସମ୍ମାନ, ପ୍ରତିଷ୍ଠା ମିଳିବ। କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ।

ସିଂହ: କାର୍ଯ୍ୟରେ ସଫଳତା ମିଳିବ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ଅସୁସ୍ଥ ଅନୁଭବ କରିବେ। ସତର୍କତାର ସହ କାମ କରନ୍ତୁ।

କନ୍ୟା: ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଧନ ପ୍ରାପ୍ତିର ଯୋଗ ରହିଛି।

ତୁଳା: ଜୀବନସାଥୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି କଟିବ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଛା: ହଠାତ୍‌ କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀମାନେ ନିଜ ପାଠପଢ଼ାରେ ଅବହେଳା କରନ୍ତୁ ନାହିଁ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ।

ଧନୁ: ଛାତ୍ରଛାତ୍ରୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ବାହାରେ ଭୋଜନ କରନ୍ତୁ ନାହିଁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଘରେ ଠିକ୍ ସମୟରେ ପହଞ୍ଚନ୍ତୁ।

କୁମ୍ଭ: ଚିନ୍ତା ମୁକ୍ତ ରହିବେ। ଦେଖିଚାହିଁ କାମ କରନ୍ତୁ, ନ ହେଲେ ସମସ୍ୟାରେ ପଡ଼ି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ: ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଆୟ ବଢ଼ିବ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story