୭ ଏପ୍ରିଲ, ଶୁକ୍ରବାର: ଆକସ୍ମିକ ଭାବେ ସମ୍ମାନ ପ୍ରାପ୍ତି ହୋଇପାରେ

ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

Rashi PhotoOR

Representational Image

Niharika Rout
  • Published: Friday, 07 April 2023
  • Updated: 07 April 2023, 07:36 AM IST

Sports

Latest News

ମେଷ: ଯାତ୍ରା, ବ୍ୟବସାୟ, ବାଣିଜ୍ୟ ସହ ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ଅନୁକୂଳ ରହିବ । ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ କେହି ଜଣେ ସହାୟକ ହେବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି ।

ବୃଷ: କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ଅନୁକୂଳ ରହିବ । ବ୍ୟସ୍ତତାରୁ ମୁକ୍ତି ମିଳିବ । ଏପରିକି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ହେବ ।

ମିଥୁନ: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ, ମାନ ସମ୍ମାନ, ପ୍ରତିଷ୍ଠା ଲାଭ କରିବେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ, କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ସରଳ ସମାଧାନ କରିବାରେ ସମର୍ଥ ହେବେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story