ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ପିଲାମାନେ ପାଠପଢ଼ାରେ ଭଲ କରିବେ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।
ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ।
ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ଚିନ୍ତା କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
କନ୍ୟା: ବିଦେଶ ଯାତ୍ରା କରିପାରନ୍ତି। କ୍ୟାରିଅର୍ରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ତୁଳା: ଯାନବାହନ କିଣନ୍ତୁ ନାହିଁ। ହନୁମାନଙ୍କୁ ପୂଜା କରନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବିଚ୍ଛା: ନିଜର ଦାୟିତ୍ୱ ଠିକ୍ ସେ ସମାପନ କରନ୍ତୁ। ଅଯଥା ଚିନ୍ତା କରନ୍ତୁ ନାହିଁ। ବନ୍ଧୁଙ୍କ ସହଯୋଗ ମିଳିବ।
ଧନୁ: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ରଖନ୍ତୁ। କ୍ୟାରିଅର୍ରେ ସଫଳତା ମିଳିବ। ପରିବାରରେ ହସ ଖୁସିର ବାତାବରଣ ରହିବ।
ମକର: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। କ୍ୟାରିଅର୍ରେ ପରିବର୍ତ୍ତନ କରିପାରନ୍ତି।
କୁମ୍ଭ: ଖର୍ଚ୍ଚ ବଢ଼ିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥତା ଅନୁଭବ କରିବେ।
ମୀନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବୁଦ୍ଧି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।