୭ ଫେବ୍ରୁଆରୀ, ମଙ୍ଗଳବାର: ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିବ

ପରିବାରର ଆବଶ୍ୟକତା ଅନୁଯାୟୀ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ ।

Rashi PhotoOR

Rashi

Niharika Rout
  • Published: Tuesday, 07 February 2023
  • Updated: 07 February 2023, 07:45 AM IST

Sports

Latest News

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ମହିଳାମାନେ ପ୍ରଶଂସନୀୟା ହେବେ । ଭ୍ରମଣର ଯୋଗ ରହିଛି। ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ ।

ବୃଷ: ପରିବାରର ଆବଶ୍ୟକତା ଅନୁଯାୟୀ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ମିଥୁନ: ଅପ୍ରିୟ ସତ୍ୟ କଥା କହିବା ହେତୁ ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ପାଇବେ ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ । କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇପାରନ୍ତି ।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ମାଲି ମୋକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ।

କୁମ୍ଭ : ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ, ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନରେ ପାଇପାରନ୍ତି। ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story