୭ ଜାନୁଆରୀ, ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିପାରନ୍ତି। ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ବୃଷ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି। ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ସୁସ୍ଥ […]

Rasi-Fala-

Rasi-Fala-

Jyoshna Pradhan
  • Published: Monday, 07 January 2019
  • Updated: 07 January 2019, 07:30 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିପାରନ୍ତି। ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଅଧିକ ପରିଶ୍ରମ କରିବେ।

ବୃଷ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ସୁସ୍ଥ ରହିବେ। ମାନ-ସମ୍ମାନ ମିଳିବ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଈଶ୍ୱରଙ୍କୁ ଆରାଧନା କରିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

ମକର: ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ।

କୁମ୍ଭ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ମୀନ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story