୭ ମେ, ମଙ୍ଗଳବାର: ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ

ମେଷ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ:  ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ଣ ପରେ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ:  ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। […]

astro

Jyoshna Pradhan
  • Published: Tuesday, 07 May 2019
  • , Updated: 07 May 2019, 11:59 AM IST

ମେଷ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ:  ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ଣ ପରେ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ:  ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ କରନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଆୟଠାରୁ ବ୍ୟୟ ଅଧିକ ହେବ।

ବିଚ୍ଛା:  ପରିଶ୍ରମ ଅନୁସାରେ ସଫଳତା ପାଇବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।

ଧନୁ:  ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ଯାନବାହନ କିଣିପାରନ୍ତି।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ମୀନ:  ଆର୍ଥିକ ସ୍ଥିତି ଭଲ ରହିବ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତାନ୍ତର  ହୋଇପାରେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

 

Related story