୭ ନଭେମ୍ବର, ମଙ୍ଗଳବାର; ପରିସ୍ଥିତି ଜଟିଳ ହେଲେ ବି କୌଣସି ଅସୁବିଧା ହେବ ନାହିଁ

ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ।

Rashi

Representational Image

Niharika Rout
  • Published: Tuesday, 07 November 2023
  • Updated: 07 November 2023, 07:45 AM IST

Sports

Latest News

ମେଷ: ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ।

ବୃଷ: ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ମିଥୁନ: ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

କର୍କଟ: କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଗୃହରେ ଭାତ୍ରୁବିବାଦ, ପଡ଼ୋଶୀ କଳହ, ଜମି ପାଇଁ ମାଲିମକଦ୍ଦମାର ଅବସାନ ହେବ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ଜୀବନସାଥିଙ୍କ ସହିତ ଭ୍ରମଣ ଯୋଗ ରହିବା ସହିତ ସୁସ୍ୱାଦୁ ଭୋଜନ କରିବେ । ନୂତନ ବ୍ୟବସାୟ ପାଇଁ ଅର୍ଥର ସମସ୍ୟା ଥିଲେ ମଧ୍ୟ ବନ୍ଧୁ ସାହାଯ୍ୟ କରିବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ।

କୁମ୍ଭ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ । ପ୍ରେମପ୍ରଣୟ ପାଇଁ ଦିନଟି ବହୁତ ଭଲ ରହିବ । କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ।

ମୀନ: କୌଣସି ସମସ୍ୟାକୁ ନେଇ ବନ୍ଧୁଙ୍କ ସହିତ ମତାନ୍ତର ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ। ନିର୍ମାଣାଧୀନ କାର୍ଯ୍ୟ ପାଇଁ ଅର୍ଥ ଅଭାବ ହେବାରୁ ବନ୍ଧୁ ସାହାଯ୍ୟ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story