୭ ନଭେମ୍ବର, ସୋମବାର: ଗୁପ୍ତ ଶତୃ ଭୟ ମନକୁ ବ୍ୟତିବ୍ୟସ୍ତ କରିବ

ମେଷ: କ୍ୟାରିୟର ସୁଧାର ପାଇଁ ଆଜି ଦିନଟି ଭଲ ହେବ। ଗୁପ୍ତ ଶତୃ ଭୟ ମନକୁ ବ୍ୟତିବ୍ୟସ୍ତ କରିବ । ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ । ବହୁ ଚେଷ୍ଟା  ସତ୍ତ୍ୱେ  କାମଗୁଡିକ ଯଥା ସମୟରେ ଶେଷ କରିପାରିବେ ନାହିଁ। ବୃଷ:    ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ ଧନ ମାନ ସମ୍ମାନ ପ୍ରତିଷ୍ଠା ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। […]

RASI

RASI

Niharika Rout
  • Published: Monday, 07 November 2022
  • Updated: 07 November 2022, 07:24 AM IST

Sports

Latest News

ମେଷ: କ୍ୟାରିୟର ସୁଧାର ପାଇଁ ଆଜି ଦିନଟି ଭଲ ହେବ। ଗୁପ୍ତ ଶତୃ ଭୟ ମନକୁ ବ୍ୟତିବ୍ୟସ୍ତ କରିବ । ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ । ବହୁ ଚେଷ୍ଟା  ସତ୍ତ୍ୱେ  କାମଗୁଡିକ ଯଥା ସମୟରେ ଶେଷ କରିପାରିବେ ନାହିଁ।

ବୃଷ:    ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ ଧନ ମାନ ସମ୍ମାନ ପ୍ରତିଷ୍ଠା ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥ ପ୍ରାପ୍ତି ହେବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ : ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କେଣସି ଖୁସି ଖବର ମିଳିବ । ଅପରାହ୍ନରେ ଜଗି ରଖି ଚଳନ୍ତୁ  । ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ।

କର୍କଟ:ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭବାନ୍ ହେବେ। ସାମାଜିକ ମାନସମ୍ମାନ ମିଳିବ। ଶତ୍ରୁମାନେ ପରାଜିତ ହେବେ। ବିଶିଷ୍ଚ ବ୍ୟକ୍ତିଙ୍କ ସାଥିରେ ମିତ୍ରତା ବଢିବ, କିନ୍ତୁ ଶରୀରରେ ଆଘାତ ଲାଗିପାରେ।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମନ ଖୁସି ରହିବ । ବ୍ୟବସାୟରେ ଲାଭ କ୍ଷତି ସମାନ ରହିବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ବୃଦ୍ଧି ହେବ, କିନ୍ତୁ ମତାନ୍ତର  ହୋଇପାରେ, ସତର୍କ ରହିବେ।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକି ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ କିନ୍ତୁ ସାମାନ୍ୟ ଅଶାନ୍ତି ଦେଖାଦେଇପାରେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। ।ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ  ନାହିଁ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ ସତର୍କ ରୁହନ୍ତୁ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି  ସରଳ ସମାଧାନ କରିବାରେ ସମର୍ଥ ହେବେ। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story