୭ ଅକ୍ଟୋବର: ଗୁରୁବାର: ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ପାରନ୍ତି

ମେଷ: ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମତଭେଦ ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି  ଭଲ ରହିବ । ସାମ୍ବାଦିକତା, ଗବେଷଣା,ରପ୍ତାନୀ ବାଣିଜ୍ୟ,  ଜମିଜମା ତଥା ବ୍ୟବସାୟିକ କ୍ଷେତ୍ରରେ ଶୁଭ ଫଳ ମିଳିବ । ବୃଷ: ଯେକୈାଣସି ପରିସ୍ଥିତିରେ ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିପାରିବେ । କୈାଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି  । ଅର୍ଥ ଲାଭ ଓ ଶୁଭଖବର ପାଇ ମନ ଖୁସୀ ହୋଇଯିବ। […]

RASI

RASI

Niharika Rout
  • Published: Thursday, 07 October 2021
  • Updated: 07 October 2021, 08:41 AM IST

Sports

Latest News

ମେଷ: ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମତଭେଦ ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି  ଭଲ ରହିବ । ସାମ୍ବାଦିକତା, ଗବେଷଣା,ରପ୍ତାନୀ ବାଣିଜ୍ୟ,  ଜମିଜମା ତଥା ବ୍ୟବସାୟିକ କ୍ଷେତ୍ରରେ ଶୁଭ ଫଳ ମିଳିବ ।

ବୃଷ: ଯେକୈାଣସି ପରିସ୍ଥିତିରେ ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିପାରିବେ । କୈାଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି  । ଅର୍ଥ ଲାଭ ଓ ଶୁଭଖବର ପାଇ ମନ ଖୁସୀ ହୋଇଯିବ।

ମିଥୁନ:  ଯେକୈାଣସି କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ । ସମସ୍ୟା ସମ୍ପର୍କରେ ସମାଧାନର ଦାୟିତ୍ୱ ନେବା ପାଇଁ ଭାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କ୍ରୀଡା,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ । ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ ।

 କର୍କଟ: ପାରିବାରିକ ସମସ୍ୟାର ସମାଧାନ କରିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ ଓ ପରିବହନରେ ସମସ୍ୟା ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ  ।

  ସିଂହ: ବାରମ୍ବାର ଚେଷ୍ଟା କରି ଅଟକି ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ଶୁଭଖବର ପାଇ ଖୁସି ହେବେ । ପରିବାରରେ ସୁସମ୍ପର୍କ ଦେଖାଦେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହାନୁଭୂତି ମିଳିବ ।

କନ୍ୟା: କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତି ହିଁ ସମସ୍ୟାକୁ ବଢାଇ ଦେଇପାରେ । ପାରିବାରିକ ଜୀବନ ସୁଖମୟ ହେବ । ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ଅନୁକମ୍ପାରୁ ସାମାଜିକ ସ୍ତରରେ ସୁଖ୍ୟାତି ଅର୍ଜନ କରିବେ ।

ତୁଳା:  ଅଯଥା ଚିନ୍ତା କରି ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି ।  ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ । ମହିଳାମାନେ ପ୍ରଶଂସନୀୟ ହେବେ  ।

ବିଛା: ଆଜି ଆପଣଙ୍କୁ ସଫଳତା ମିଳିବ । ବ୍ୟବସାୟରେ ଆଶାନୁରୂପ ଲାଭବାନ ହେବେ  । ବିଦ୍ୟାର୍ଥୀମାନେ ବିଦ୍ୟାରେ ଅଗ୍ରଗତି କରିବେ    ।

ଧନୁ:  ବହୁ ଦିନର ଆଶା ଆଙ୍କାକ୍ଷା ପୂରଣ ହେବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । କିନ୍ତୁ ଅସୁବିଧା ହେବନାହିଁ ।

ମକର: ସାଧାରଣ କଥାକୁ ନେଇ ବାଦବିବାଦ ଦେଖା ଦେବ । ତର୍କବିତର୍କଜନିତ ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆପଣଙ୍କ କାର୍ଯ୍ୟକଳାପରେ ବନ୍ଧୁ ଅସନ୍ତୁଷ୍ଟ ହୋଇ ଦୂରେଇ ରହିବା ପରି ଅନୁଭବ କରିପାରନ୍ତି।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ପରିବାରେ ମନୋମାଳିନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ  ।  ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ   ।

ମୀନ: ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ ।  ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ।   କୈାଣସି ଜଣେ ବ୍ୟକ୍ତି ଆପଣଙ୍କୁ ସମାଲୋଚନା ବା ଅସୁବିଧାରେ ପକାଇ ଦେଇ ପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story