୭ ଅକ୍ଟୋବର, ଶନିବାର; ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ

ପାରିବାରିକ ଜୀବନ ସୁଖ ପ୍ରଦ ହେବ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ଲାଭ କରିବେ । ଛାତ୍ର ଛାତ୍ରୀମାନେ ଲିଖିତ ମୌଖିକ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

Rashi

Representational Image

Niharika Rout
  • Published: Saturday, 07 October 2023
  • Updated: 07 October 2023, 07:54 AM IST

Sports

Latest News

ମେଷ: ପାରିବାରିକ ଜୀବନ ସୁଖ ପ୍ରଦ ହେବ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ଲାଭ କରିବେ । ଛାତ୍ର ଛାତ୍ରୀମାନେ ଲିଖିତ ମୌଖିକ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଯାହା ଫଳରେ ମନ ପ୍ରସନ୍ନ ରହିବ । ଗୃହିଣୀମାନଙ୍କ ପାଇଁ ଦିନଟି ସୁଖପ୍ରଦ ହେବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରା ଶୁଭ ପ୍ରଦ ହେବ ।

ବୃଷ : ବକେୟା ଅର୍ଥ ହସ୍ତଗତ ହେବ । ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭ ପ୍ରଦ ହେବ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ମାଲି ମକଦ୍ଦମାରେ ବିଜୟୀ ହେବେ । ଉଚ୍ଚ କର୍ତ୍ତୃପଙ୍କ ଦ୍ଵାରା ପୁରସ୍କୃତ ହୋଇପାରନ୍ତି । ଗୃହିଣୀମାନଙ୍କ ମନ ପ୍ରଫୁଲ୍ଲିତ ରହିବ । ସୁସ୍ୱାଦୁ ଭୋଜନ ମିଳିବ ।

କର୍କଟ: ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଏଣୁ ଭାବି ଚିନ୍ତି କାର୍ଯ୍ୟ କରନ୍ତୁ । ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଆଶାନୁରୂପ ସଫଳତା ମିଳିବ । ଶରୀର ସୁସ୍ଥ ରହିବ ।

ସିଂହ: ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

କୁମ୍ଭ: ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନରେ ସମସ୍ୟା ଦେଖା ଦେଇପାରେ ।

ମୀନ: ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବେ । ଧାର୍ମିକ ଅନୁଷ୍ଠାନରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story