୮ ଅଗଷ୍ଟ, ସୋମବାର: କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ମିଳିବ

ମେଷ: ଆଜି ଆପଣଙ୍କ ପାଇଁ  ଦିନଟି  ଶୁଭପ୍ରଦ ହେବ।  ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ବୃଷ: ଆଜି  କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ ।  ସାଂସାରିକ ଜୀବନ ସୁଖମୟ ହେବ ।  ଶରୀର ସୁସ୍ଥ ରହିବ, ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ । ମିଥୁନ: ଆଜି ଆପଣଙ୍କୁ ସମସ୍ତ ଦିଗରେ ସଫଳ।ତା ମିଳିବ । ବ୍ୟବସାୟରେ ଲାଭବାନ ହେବେ। ପାରିବାରିକ […]

RASI

RASI

Niharika Rout
  • Published: Monday, 08 August 2022
  • Updated: 08 August 2022, 07:35 AM IST

Sports

Latest News

ମେଷ: ଆଜି ଆପଣଙ୍କ ପାଇଁ  ଦିନଟି  ଶୁଭପ୍ରଦ ହେବ।  ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।

ବୃଷ: ଆଜି  କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ ।  ସାଂସାରିକ ଜୀବନ ସୁଖମୟ ହେବ ।  ଶରୀର ସୁସ୍ଥ ରହିବ, ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ ।

ମିଥୁନ: ଆଜି ଆପଣଙ୍କୁ ସମସ୍ତ ଦିଗରେ ସଫଳ।ତା ମିଳିବ । ବ୍ୟବସାୟରେ ଲାଭବାନ ହେବେ। ପାରିବାରିକ ଶାନ୍ତି ମିଳିବ। କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ।

କର୍କଟ: ଆଜି ସନ୍ତାନମାନଙ୍କ ଉନ୍ନତିକୁ ନେଇ ଗର୍ବ ଅନୁଭବ କରିବେ। ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି। ଆର୍ଥିକ ଉନ୍ନତି  ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହେବେ।

ସିଂହ: ଆଜି ସାମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ଧନ ସଞ୍ଚୟ ପାଇଁ ଦିନଟି ଅନୁକୂଳ ରହିବ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ମିଳିବାର ସମ୍ଭାବନା ରହିଛି ।

କନ୍ୟା: ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ। ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ। ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ  ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ମକର: ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ।

କୁମ୍ଭ: ଆଜି କର୍ମକ୍ଷେତ୍ରରେ  ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ   ହେବେ।

ମୀନ: ଆଜି ଦେହ ମନ ଭଲ ରହିବ।  ଉଚ୍ଚ କର୍ତ୍ତୃପକ୍ଷଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ    ପହ଼଼ଞ୍ଚାଇବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ   ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story