୮ ଡିସେମ୍ବର,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇପାରେ

ମେଷ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ପରିବାର ସହ ଖୁସିରେ ଦିନଟି ବିତାଇବେ। କୌଣସି ପୁରୁଣା ବନ୍ଧୁଙ୍କ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମିଥୁନ: ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନ ପ୍ରସନ୍ନ ରହିବ। କର୍କଟ: ପେଟରେ ଯନ୍ତ୍ରଣା ହୋଇପାରେ। ଏଥିପାଇଁ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1

Tapaswini Nayak
  • Published: Saturday, 08 December 2018
  • Updated: 08 December 2018, 07:43 AM IST

Sports

Latest News

ମେଷ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ପରିବାର ସହ ଖୁସିରେ ଦିନଟି ବିତାଇବେ। କୌଣସି ପୁରୁଣା ବନ୍ଧୁଙ୍କ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନ ପ୍ରସନ୍ନ ରହିବ।

କର୍କଟ: ପେଟରେ ଯନ୍ତ୍ରଣା ହୋଇପାରେ। ଏଥିପାଇଁ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସନ୍ତାନସନ୍ତତିଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ନୁହେଁ। କୌଣସି କଥା ନେଇ କାର୍ଯ୍ୟକ୍ଷେତ୍ରରେ ଝଗଡ଼ା ହୋଇପାରେ। ଏଥିପାଇଁ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତି ରହିବେ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇପାରେ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ।

ବିଚ୍ଛା: ଦିନଟି ଭଲରେ କଟିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଶୁଭ ସମାଚାର ମିଳିପାରେ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ଖାଦପେୟ ପ୍ରତି ଯତ୍ନବାନ ହୁଅନ୍ତୁ।

ମକର: ବ୍ୟବସାୟରେ ଅଧିକ ଲାଭ ହେବ। ଘରକୁ ଅତିଥି ଆସିପାରନ୍ତି। ପରିବାର ଲୋକଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି।

କୁମ୍ଭ: ମନ ପ୍ରସନ୍ନ ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂଆ ବସ୍ତ୍ର କିଣି ପାରନ୍ତି।

ମୀନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆଜି ଯେକୌଣସି କାର୍ଯ୍ୟ କଲେ ସଫଳତା ପାଇବେ। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story