୮ ମାର୍ଚ୍ଚ, ଶୁକ୍ରବାର: ବାଦ-ବିବାଦରୁ ଦୂରେଇ ରୁହନ୍ତୁ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ବୃଷ: ସାଙ୍ଗାମାନଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ। ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। କର୍କଟ: ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

Tapaswini Nayak
  • Published: Friday, 08 March 2019
  • , Updated: 08 March 2019, 08:11 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ସାଙ୍ଗାମାନଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

କର୍କଟ: ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଛାତ୍ରଛାତ୍ରୀଙ୍କୁ ପାଠପଢ଼ାରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମା’ଙ୍କ ସହଯୋଗ ମିଳିବ।

Related story