୮ ଏପ୍ରିଲ, ସୋମବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

ମେଷ: ଆପଣଙ୍କ ବ୍ୟବହାର ଯେମିତି କାହାକୁ କଷ୍ଟ ନ ଦେବ ସେଥିପ୍ରତି ଧ୍ୟାନ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ମିଥୁନ: ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ନୂଆ ଯୋଜନା ଆରମ୍ଭ କରିବେ। କର୍କଟ: ଦିନଟି ବହୁତ ଭଲରେ କଟିବ। […]

rasifala-4-1-1-2

rasifala-4-1-1-2

Rajalaxmi Sahu
  • Published: Monday, 08 April 2019
  • Updated: 08 April 2019, 07:52 AM IST

Sports

Latest News

ମେଷ: ଆପଣଙ୍କ ବ୍ୟବହାର ଯେମିତି କାହାକୁ କଷ୍ଟ ନ ଦେବ ସେଥିପ୍ରତି ଧ୍ୟାନ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ।

ମିଥୁନ: ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ନୂଆ ଯୋଜନା ଆରମ୍ଭ କରିବେ।

କର୍କଟ: ଦିନଟି ବହୁତ ଭଲରେ କଟିବ। ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ବହୁତ ଭଲ ଅଛି। ଅପରାହ୍ଣ ପରେ ସାମାନ୍ୟ ଅସୁସ୍ଥ ଅନୁଭବ କରିବେ।

ସିଂହ: କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ମନରେ ନକାରାତ୍ମକ ଭାବନା ସୃଷ୍ଟି ହେବ।

କନ୍ୟା: ଦୃଢ଼ ଆତ୍ମବିଶ୍ୱାସ ଓ ସଠିକ୍‌ ନିଷ୍ପତ୍ତି ଯୋଗୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସମାଜରେ ସମ୍ମାନ ଓ ପ୍ରତିଷ୍ଠା ମିଳିବ।

ତୁଳା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ୱାଦୁ ଖାଦ୍ୟ ଖାଇବେ।

ବିଛା: ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ଭଲ ବାତାବରଣ ରହିବ। କୌଣସି ଶୁଭ ଖବର ମିଳିପାରେ।

ଧନୁ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ମନୋରଞ୍ଜନରେ ଅଧିକ ସମୟ କଟିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି ପର୍ଯ୍ୟଟନସ୍ଥଳୀକୁ ଯାତ୍ରା କରିପାରନ୍ତି।

କୁମ୍ଭ: ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ: ପରିଶ୍ରମ ଅନୁସାରେ କାର୍ଯ୍ୟରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story