୮ ଡିସେମ୍ବର, ରବିବାର: କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ

ମେଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ବୃଷ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି ଗରିବ ବ୍ୟକ୍ତିଙ୍କୁ ଫଳ ଦାନ କରନ୍ତୁ। କର୍କଟ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ। ସିଂହ: […]

zodaic

zodaic

Jitendra Garnayak
  • Published: Sunday, 08 December 2019
  • Updated: 08 December 2019, 06:57 AM IST

Sports

Latest News

ମେଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ।

ବୃଷ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି ଗରିବ ବ୍ୟକ୍ତିଙ୍କୁ ଫଳ ଦାନ କରନ୍ତୁ।

କର୍କଟ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ।

ସିଂହ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ଜମି କିଣିବାର ଯୋଗ ରହିଛି। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ତୁଳା: କାର୍ଯ୍ୟରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜ କଥା ନିୟନ୍ତ୍ରଣ କରନ୍ତୁ, ନ ହେଲେ ବିବାଦରେ ପଡ଼ିପାରନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଚାକିରି କ୍ଷେତ୍ରରେ ଦାୟିତ୍ୱ ବଦଳିପାରେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ମିଳିବ। ଘରଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମୀନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହେବ। ବିଦେଶରୁ ଶୁଭ ଖବର ଶୁଣିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story