୮ ଫେବ୍ରୁଆରୀ, ବୁଧବାର: ପତ୍ନୀଙ୍କ ସହ ମତ ପାର୍ଥକ୍ୟ ହୋଇପାରେ

ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ।

Rasi PhotoOR

Rasi

Niharika Rout
  • Published: Wednesday, 08 February 2023
  • Updated: 08 February 2023, 07:43 AM IST

Sports

Latest News

ମେଷ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପୂର୍ବ ପରିଚିତ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିଦେବ।

ବୃଷ: ଆପଣଙ୍କର ମାନସିକ ସ୍ୱାସ୍ଥ୍ୟ କେତେକାଂଶରେ ଭଲ ରହି ନ ପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି।

ମିଥୁନ: ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିବେ। ବହୁ ପ୍ରତୀକ୍ଷିତ ଖବର ପାଇପାରନ୍ତି। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

କର୍କଟ: ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସକ୍ଷମ ହେବେ ।

ସିଂହ: ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳିବାକୁ ପଡୋଶୀ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।

କନ୍ୟା: ପାରିବାରିକ ସମ୍ପର୍କ ଭିତରେ ଅସନ୍ତୁଷ୍ଟ ହେବେ। ଫଳରେ ପତ୍ନୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ବନ୍ଧୁଙ୍କ ସହ ଦେଖା ହୋଇପାରେ। 

ତୁଳା: ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ମାନ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ।

ବିଛା: ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ।

ଧନୁ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନୀ ଯୋଗୁ ଚିନ୍ତିତ ହେବାକୁ ପଡିବ। ଭୁଲ୍ ବୁଝାମଣା ହେତୁ ପାରିବାରିକ କଳହ ଦେଖାଦେବ ।

ମକର: ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀ ଆପଣଙ୍କୁ ସାହାଯ୍ୟ କରିବେ। ସ୍ଥଗିତ କାମକୁ ଶେଷ କରିବା ପାଇଁ ନିଷ୍ପତି ନେଇପାରନ୍ତି।

କୁମ୍ଭ: ଆଖି ବୁଜି କାହା କଥାକୁ ବିଶ୍ୱାସ କରନ୍ତୁ ନାହିଁ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ । କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ମୀନ: ନିଜ ଲକ୍ଷ୍ୟ ପଥରେ ଅଗ୍ରଗତି କରିବେ। ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ତରବରିଆ ଭାବେ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story