୮ ଜାନୁଆରୀ,ମଙ୍ଗଳବାର: ହସଖୁସିରେ ସମୟ ବିତାଇବେ

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବୃଷ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ନୂତନ ପୋଷାକ କିଣିପାରନ୍ତି। ହସଖୁସିରେ ସମୟ ବିତାଇବେ। ବୀପରିତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ସିଂହ: […]

Rasi-Fala

Rasi-Fala

Jyoshna Pradhan
  • Published: Tuesday, 08 January 2019
  • Updated: 08 January 2019, 07:33 AM IST

Sports

Latest News

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ନୂତନ ପୋଷାକ କିଣିପାରନ୍ତି। ହସଖୁସିରେ ସମୟ ବିତାଇବେ। ବୀପରିତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ସିଂହ: ଚିନ୍ତିତ ରହିବେ। ବ୍ୟସ୍ତତା ଭିତରେ ଦିନଟି କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ମନଦେଇ ପାଠପଢ଼ନ୍ତୁ।

ତୁଳା: ଅସୁସ୍ଥ ଅନୁଭବ କରିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଲିମକଦ୍ଦମାରେ ବିଜୟୀ ହେବେ।

ବିଚ୍ଛା:  ଭାଗ୍ୟ ବୃଦ୍ଧି ହେବ। ଭାଇ ଓ ବନ୍ଧୁଙ୍କଠାରୁ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ।

ଧନୁ: ମନରେ ଦ୍ୱନ୍ଦ୍ୱ ରହିବ। ଖର୍ଚ୍ଚ ବଢ଼ିବ। ଅଧିକ ପରିଶ୍ରମ କରିବେ।

ମକର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଯାନବାହନ କିଣିପାରନ୍ତି।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଋଣ ଦିଅନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos