୮ ଜାନୁଆରୀ, ଶନିବାର: ନିକଟ ସମ୍ପର୍କୀୟ ଦୂରେଇ ଯାଇପାରନ୍ତି

ମେଷ: ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି ।  ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ ।  ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି । ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ […]

RASI

RASI

Niharika Rout
  • Published: Saturday, 08 January 2022
  • Updated: 08 January 2022, 07:48 AM IST

Sports

Latest News

ମେଷ: ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି ।  ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ ।  ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି ।

ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ । ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ ।

ମିଥୁନ : ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ । ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ । ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

କର୍କଟ: ଆଜି ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମକ୍ଷେତ୍ରରେ ପୂର୍ବ ସମସ୍ୟା ଦୂର ହୋଇଯିବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ସିଂହ: ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ  ଦୟାରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ।  କୈାଣସି ଶୁଭ ଖବର ଶୁଣିପାରନ୍ତି। ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ ।

ତୁଳା: ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।

ବିଛା : ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ। ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ । ମହିଳାମାନେ ଘର ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ । ଛାତ୍ରଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ   ।

ଧନୁ: ଆଜି  ଜଗି ରଖି ଚଳନ୍ତୁ ।  ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି।  ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ।

ମକର : ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଶରୀର ସୁସ୍ଥ ରହିବ। ସୁସ୍ୱାଦୁ ଭୋଜନ ମିଳିବ ।

କୁମ୍ଭ : ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କ୍ରୀଡା କ୍ଷେତ୍ରରେ କ୍ରୀଡାବିତମାନେ ବିଜୟୀ ହେବେ ।  ବହୁ ଦିନର ଆଶା ଅଭିଳାଷ ପୁରଣ ହେବ । ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ଆଶିର୍ବାଦ ମିଳିବ ।

ମୀନ : ଆଜି ଆଶାଆଶଙ୍କା ଦେଇ ଗତି କରିବେ । ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ ।  ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story